ଓଡ଼ିଶା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ

ସୋମବାର ଠାରୁ ଶ୍ରୀଜୀଉଙ୍କୁ ଦର୍ଶନ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ। ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି।

ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରିବା ନେଇ ବ୍ୟବସ୍ଥା କରିଛନ୍ତି । ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ଵର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ।

Related Articles

Back to top button
WP Twitter Auto Publish Powered By : XYZScripts.com