ଓଡ଼ିଶା

ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ।

ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ। ଏହି ନିର୍ବାଚନ ପାଇଁ ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com