ଜାତୀୟ

ଜମି ଦୁର୍ନୀତି ମାମଲାରେ ପ୍ରଥମେ ଆରଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବଙ୍କ ପରେ ଏବେ ତେଜସ୍ୱୀ ଯାଦବଙ୍କ ପାଳି

ବିହାରରେ ଆରଜେଡି, ଜେଡିୟୁ ମେଣ୍ଟ ସରକାର ପତନ ପରେ ଦୁର୍ନୀତି ଅଭିଯୋଗ ଥିବା ନେତାଙ୍କ ବିରୋଧରେ ଇଡିର କାର୍ଯ୍ୟାନୁଷ୍ଠାନ । ଚାକିରୀ ପାଇଁ ଜମି ଦୁର୍ନୀତି ମାମଲାରେ ପ୍ରଥମେ ଆରଜେଡି ସୁପ୍ରିମୋ ଲାଲୁପ୍ରସାଦ ଯାଦବଙ୍କ ପରେ ଏବେ ତେଜସ୍ୱୀ ଯାଦବଙ୍କ ପାଳି ।

ସମନ ପରେ ଆରଜେଡି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଆଜି ପ୍ରବର୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ।ଗତକାଲି ଏହି ମାମଲାରେ ଇଡିରେ ହାଜର ହୋଇଥିଲେ ଆରଜେଡି ସୁପ୍ରିମୋ ଲାଲୁ ଯାଦବ ।

Related Articles

Back to top button
WP Twitter Auto Publish Powered By : XYZScripts.com