ଓଡ଼ିଶା

ପରିକ୍ରମା ପ୍ରକଳ୍ପ ଦେଖିବାକୁ ଜମୁଛି ଭିଡ଼

ପରିକ୍ରମା ପ୍ରକଳ୍ପ ଦେଖିବାକୁ ଜମୁଛି ଭିଡ଼ । ପ୍ରକଳ୍ପକୁ ଦେଖିବାକୁ ପ୍ରତିଦିନ ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ଆସୁଛନ୍ତି । ସୋମବାର ଠାରୁ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରୁ ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯାଉଛି ।

ପ୍ରଥମ ଦିନରେ ଗଞ୍ଜାମ, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିଥିଲେ । ଦ୍ୱିତୀୟ ଦିନରେ ଦେବଗଡ଼, କଟକ ସଦର, ସମ୍ବଲପୁର, ବାଲେଶ୍ୱର ଏବଂ ଗଞ୍ଜାମ ଜିଲ୍ଲାରୁ ଶ୍ରଦ୍ଧାଳୁ ଆସିଛନ୍ତି । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com