ଜାତୀୟ

ନିର୍ବାଚନକାଳୀନ ବଜେଟ ଉପରେ ସାରା ଦେଶବାସୀଙ୍କ ପ୍ରତୀକ୍ଷା

ଦିନକ ପରେ ବଜେଟ । ନିର୍ବାଚନକାଳୀନ ବଜେଟ ଉପରେ ସାରା ଦେଶବାସୀଙ୍କ ପ୍ରତୀକ୍ଷା । ସେପଟେ ଏନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ମୋଦୀ ସରକାରଙ୍କ ଦ୍ବିତୀୟ ପାଳିର ଶେଷ ବଜେଟକୁ ନେଇ ବୈଠକରେ ହେବ ଆଲୋଚନା ।

ଆସନ୍ତା ଏପ୍ରିଲ-ମେ ମାସରେ ସାଧାରଣ ନିର୍ବାଚନ ସମ୍ଭାବନା ଥିବାବେଳେ ଫେବ୍ରୁଆରୀ ୧ ତାରିଖର ଅନ୍ତରୀଣ ବଜେଟ ନେଇ ଚାଲିଛି କଳ୍ପନାଜଳ୍ପନା । ବଜେଟ ଲାଗି ଗତ ବୁଧବାର ଅନୁଷ୍ଠିତ ହୋଇଥିଲା ହାଲୁଆ ସେରିମନି ।

Related Articles

Back to top button
WP Twitter Auto Publish Powered By : XYZScripts.com