ରାଜନୀତି

ଇଡି ଜାଲରେ ଛନ୍ଦି ହେବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଛାଡି ପାରନ୍ତି ମୁଖ୍ୟମନ୍ତ୍ରୀ ପଦ

ଇଡି ଜାଲରେ ଛନ୍ଦି ହେବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଛାଡି ପାରନ୍ତି ମୁଖ୍ୟମନ୍ତ୍ରୀ ପଦ । ଏହା ପରେ କିଏ ହେବେ ପରବର୍ତୀ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ଏବେ ହେମନ୍ତ ସୋରେନ୍ଙ୍କ ପତ୍ନୀ କଳ୍ପନା ସୋରେନଙ୍କ ନାଁ ସବୁଠୁ ଆଗରେ ରହିଛି । ଓଡ଼ିଶା ମୟୂରଭଞ୍ଜର ଝିଅ କଳ୍ପନା ସୋରେନ୍ । ୨୦୦୬ ଫେବ୍ରୁଆରୀ ୭ରେ ହେମନ୍ତ ସୋରେନ୍ଙ୍କ ବିବାହ କରିଛନ୍ତି । ସେ ଏକ ଘରୋଇ ସ୍କୁଲର ପରିଚାଳନା କରୁଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com