ଓଡ଼ିଶା
ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦେବାକୁ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି
ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦେବାକୁ ୧୧ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି । ଏନେଇ ବାଲେଶ୍ଵର, ଭଦ୍ରକ, ବଲାଙ୍ଗୀର, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଲେଖାଯାଇଛି।
ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଶିକ୍ଷକଙ୍କ ସମ୍ପର୍କରେ ରାଜ୍ୟ ସରକାର କମ୍ପଲିଆନ୍ସ ବା ଅନୁପାଳନ ସତ୍ୟପାଠ ପ୍ରସ୍ତୁତ କରୁଛନ୍ତି । ରୁଜୁ ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ରକାର ସତ୍ୟପାଠ ଦାଖଲ କରିବେ।