ଅନ୍ୟାନ୍ୟ

ଏଣିକି ୨ବର୍ଷର ବଣ୍ଡ୍ ଅବଧି ପୂରଣ ନ କଲେ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଦୁଇଗୁଣା ଜରିମାନା ଦେବାକୁ ପଡିବ

ଏଣିକି ୨ବର୍ଷର ବଣ୍ଡ୍ ଅବଧି ପୂରଣ ନ କଲେ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଦୁଇଗୁଣା ଜରିମାନା ଦେବାକୁ ପଡିବ। ରାଜ୍ୟର ସରକାରୀ ମେଡିକାଲ୍ କିମ୍ବା ଡେଣ୍ଟାଲ୍ କଲେଜରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହୋଇଥିବା ବଣ୍ଡ୍ ନିୟମରେ ରାଜ୍ୟ ସରକାର ପରିବିର୍ତ୍ତନ ଆଣିଛନ୍ତି।

୨ବର୍ଷର ବଣ୍ଡ ଅବଧି ପୂରଣ କରୁ ନ ଥିବା ଛାତ୍ରଛାତ୍ରୀଙ୍କୁ ଏହି ସମୟରେ ମିଳିଥିବା ଷ୍ଟାଇପେଣ୍ଟ୍‌ କିମ୍ବା ଦରମାର ଦୁଇଗୁଣା ଜରିମାନା ଦେବାକୁ ପଡ଼ିବ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com