ଜାତୀୟ

ଜ୍ଞାନବ୍ୟାପୀ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ବାରଣାସୀ କୋର୍ଟ

ଜ୍ଞାନବ୍ୟାପୀ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ବାରଣାସୀ କୋର୍ଟ । ହିନ୍ଦୁ ପକ୍ଷଙ୍କୁ ପୂଜା କରିବା ପାଇଁ ଅଧିକାର ମିଳିଛି । ବ୍ୟାସ ତହଖାନାରେ ହିନ୍ଦୁ ପକ୍ଷମାନେ ପୂଜା କରିପାରିବେ ବୋଲି କୋର୍ଟ କହିଛନ୍ତି ।

୭ ଦିନ ମଧ୍ୟରେ ବ୍ୟବସ୍ଥା କରିବାକୁ ପ୍ରଶାସନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ହିନ୍ଦୁ ପକ୍ଷର ଓକିଲ ବିଷ୍ଣୁ ଶଙ୍କର ଜେନା କହିଛନ୍ତି ତହଖାନାରେ ପୂଜା ପାଠ ପାଇଁ ଅନୁମତି ଦିଆଯାଇଛି । ହିନ୍ଦୁ ପକ୍ଷ ତଳ ମହଲାରେ ପୂଜା କରିବା ପାଇଁ ଅନୁମତି ମାଗିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com