କ୍ରୀଡ଼ା

ବିସିସିଆଇ ସଚିବ ଜୟ ଶାହା ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ରହିବେ

ଏସିଆନ କ୍ରିକେଟ ପରିଷଦର ବାର୍ଷିକ ବୈଠକରେ ଏକ ବଡ ନିଷ୍ପତ୍ତି ନିଆଯାଇଛି। ବିସିସିଆଇ ସଚିବ ଜୟ ଶାହା ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ରହିବେ।

ଜୟ ଶାହା କ୍ରମାଗତ ତୃତୀୟ ଥର ପାଇଁ ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଏସିଆନ କ୍ରିକେଟ ପରିଷଦର ବାର୍ଷିକ ବୈଠକରେ ଏହା ଉପରେ ମୋହର ଲଗାଯାଇଛି। ଶ୍ରୀଲଙ୍କା କ୍ରିକେଟ ଅଧ୍ୟକ୍ଷ ଶାମି ସିଲଭା ଜୟ ଶାହାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com