ଓଡ଼ିଶା

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ଏକାମ୍ର ଉତ୍ସବ। ଓଡିଶା ପରି ଏକ ଭାଷାଭିତ୍ତିକ ରାଜ୍ୟକୁ ବିଶ୍ଵ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରଥମଥର ପାଇଁ ଶୁଭାରମ୍ଭ କରିବାକୁ ଯାଉଛନ୍ତି “ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ” ।

ଏହି ପରିପ୍ରେକ୍ଷୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ।ରାଜଧାନୀବାସୀଙ୍କ ମନୋରଞ୍ଜନ ପାଇଁ ଏକ ନୂତନ ରୂପରେ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେବ ଏକାମ୍ର ଉତ୍ସବ।

Related Articles

Back to top button
WP Twitter Auto Publish Powered By : XYZScripts.com