ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି ।

ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ତେବେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।

Related Articles

Back to top button
WP Twitter Auto Publish Powered By : XYZScripts.com