ଓଡ଼ିଶା

ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ତେବେ ଆସନ୍ତା ୬ ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ରାହୁଲଙ୍କୁ ସ୍ୱାଗତ କରାଯିବ ।

ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ଫେବୃଆରୀ ୭ ଓ ୮ରେ କାର୍ଯ୍ୟକ୍ରମ ହେବ ବୋଲି କହିଛନ୍ତି ଶରତ ପଟ୍ଟନାୟକ । ଦେଶବ୍ୟାପି ରାହୁଲ ଗାନ୍ଧୀଙ୍କ ନ୍ୟାୟ ଯାତ୍ରା ଚାଲିଛି । ଏହି କ୍ରମରେ ଆସନ୍ତା ଫେବୃଆରୀ ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ।

Related Articles

Back to top button
WP Twitter Auto Publish Powered By : XYZScripts.com