ଓଡ଼ିଶା

ରାଜ୍ୟ ସରକାର ପକ୍ଷରୁ ପ୍ରଥମ ଥର ପାଇଁ ପିପିପି ମୋଡ୍‌‌ରେ ଅତ୍ୟାଧୁନିକ ଡାକ୍ତରଖାନା ପ୍ରତିଷ୍ଠା କରାଯିବ

ପ୍ରତିଟି ଜୀବନ ମୂଲ୍ୟବାନ୍‌‌ ନୀତି ଆଧାରରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ପକ୍ଷରୁ ପ୍ରଥମ ଥର ପାଇଁ ପିପିପି ମୋଡ୍‌‌ରେ ଅତ୍ୟାଧୁନିକ ଡାକ୍ତରଖାନା ପ୍ରତିଷ୍ଠା କରାଯିବ।

ବଡ଼ବିଲ, ଅନୁଗୁଳ, ଭଦ୍ରକ, ଝାରସୁଗୁଡ଼ା ଓ ଗୋପାଳପୁରରେ ସରକାରୀ ଘରୋଇ ଭାଗିଦାରୀ (ପିପିପି)ରେ ଏହି ଡାକ୍ତରଖାନାଗୁଡ଼ିକ ଆଗାମୀ ଦୁଇବର୍ଷ ମଧ୍ୟରେ କାର୍ଯ୍ୟକ୍ଷମ ହେବ। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଏବଂ ସମ୍ପୃକ୍ତ ଘରୋଇ ସଂସ୍ଥା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com