ଓଡ଼ିଶା

ଆଜି ଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ

ଆଜି ଠୁ ଦକ୍ଷିଣ ଓଡିଶାରେ ହାଲୁକା କୁହୁଡ଼ି ସହ ଉତ୍ତର ଓଡିଶାରେ ହାଲୁକା ବର୍ଷା କରିବ ଅସ୍ତବ୍ୟସ୍ତ। ରାଜ୍ୟରେ ସକ୍ରିୟ ଥିବା ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୨ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କେନ୍ଦୁଝରରେ ବର୍ଷା ନେଇ ଆକଳନ କରାଯାଇଛି।

Related Articles

Back to top button