ଜାତୀୟ

ଆଜି ଗୃହରେ ଅନ୍ତରୀଣ ବଜେଟ ଆଗତ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଆଜି ଗୃହରେ ଅନ୍ତରୀଣ ବଜେଟ ଆଗତ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ରରେ ମୋଦି ସରକାରର ଦ୍ୱିତୀୟ ପାଳିର ଏହା ଶେଷ ବଜେଟ ଅଧିବେଶନ ।

ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ସେଂଟ୍ରାଲ ହଲରେ ଉଭୟ ଲୋକସଭା ଓ ରାଜ୍ୟସଭାର ସଦସ୍ୟମାନଙ୍କୁ ଉଦବୋଧନ ଦେବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ବଜେଟ ହୋଇଥିବା ବେଳେ ଏଥିରେ ଦେଶବାସୀଙ୍କ ପାଇଁ କିଛି ଖାସ ଘୋଷଣା କରିପାରନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ।

Related Articles

Back to top button
WP Twitter Auto Publish Powered By : XYZScripts.com