ଜାତୀୟ

ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି

ଭାରତୀୟ ଗଣଯୋଗାଯୋଗ ପ୍ରତିଷ୍ଠାନକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି ବୋଲି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି । ଏହି ଅନୁଷ୍ଠାନକୁ ଡିମ୍ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ଆଇଆଇଏମସି ପାଇଁ ଏକ ସ୍ୱତନ୍ତ୍ର ଓ ଐତିହାସିକ ଦିନ ।

ସାମ୍ବାଦିକତା, ବିଜ୍ଞାପନ, ଜନସମ୍ପର୍କ ଭଳି ଗଣମାଧ୍ୟମ ବିଭାଗରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାର ଏହି ଅନୁଷ୍ଠାନର ଗୌରବମୟ ଇତିହାସ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com