ଜାତୀୟ

ଜେଲ ଗଲେ ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ

ଜେଲ ଗଲେ ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ । ହେମନ୍ତ ସୋରେନ୍ଙ୍କୁ ଦିନିକିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି କୋର୍ଟ । ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ କରାଯାଇଛି ।

ହେମନ୍ତଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ହେମନ୍ତ ସୋରେନ୍ଙ୍କୁ କୋର୍ଟରେ ହାଜର କରିଥିଲା ଇଡି । ଗତକାଲି ଦୀର୍ଘ ଘଂଟାର ପଚରା ଉଚୁରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଗିରଫ ହେବା ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ହେମନ୍ତ ।

Related Articles

Back to top button
WP Twitter Auto Publish Powered By : XYZScripts.com