ଓଡ଼ିଶା

ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି

ମାହାଙ୍ଗା ଡବଲ ମର୍ଡର ମାମଲାରେ ହାଇକୋର୍ଟରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି । ଘୁଞ୍ଚିଲା ଶୁଣାଣି , ଆସନ୍ତା ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ।

ପରବର୍ତ୍ତୀ ଶୁଣାଣି ଯାଏଁ ଅନ୍ତରୀଣ ସୁରକ୍ଷାରେ ରହିବେ ମାହାଙ୍ଗା ବିଧାୟକ ପ୍ରତାପ ଜେନା । ସାଲେପୁର JMFCଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ । ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ମାହାଙ୍ଗାରର ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com