ଓଡ଼ିଶା

ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ବୃଦ୍ଧି କରାଯାଇଛି

ଅନଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବ୍ରୁଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ସମୟସୀମା ବୃଦ୍ଧି ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ପରିବର୍ଦ୍ଧିତ କାଳିଆ ଛାତ୍ରବୃତ୍ତି ମାର୍ଗଦର୍ଶୀକା ଅନୁଯାୟୀ ଜାନୁଆରୀ ୯ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଏହି ପୋର୍ଟାଲ ଖୋଲା ରଖିବା ପାଇଁ ସମୟସୀମା ଧାର୍ଯ୍ୟ କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com