ଓଡ଼ିଶା

ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି

ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ତେବେ ରାଜ୍ୟର ୧୦ଟି ଜିଲ୍ଲାକୁ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୪ ତାରିଖରେ ମଧ୍ୟ ଘନ କୁହୁଡି ନେଇ ୬ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com