ଅନ୍ତର୍ଜାତୀୟ

ଆମେରିକାରେ ସୁରକ୍ଷିତ ନୁହଁନ୍ତି ଭାରତୀୟ ଛାତ୍ର

ଆମେରିକାରେ ସୁରକ୍ଷିତ ନୁହଁନ୍ତି ଭାରତୀୟ ଛାତ୍ର। କିଛିଦନ ଧରି ଆମେରିକାରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଖବର ସାମନାକୁ ଆସୁଛି। ପୁଣି ଥରେ ଆଉ ଜଣେ ଭାରତୀୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି।

ମୃତ ଛାତ୍ର ହେଲେ ଶ୍ରେୟାସ ରେଡ୍ଡୀ ବେନିଗେରି । ତେବେ ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ଶ୍ରେୟାସଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି ଇଣ୍ଡିଆନ୍ ମିଶନ ଇନ୍ ନ୍ୟୁୱର୍କ । ଘଟଣାର ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com