ଓଡ଼ିଶା

ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ

ସମ୍ବଲପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ । ସେହିପରି ଓଡିଶାବାସୀଙ୍କୁ ଭେଟି ଦେଇଛନ୍ତି ୬୮ ହଜାର ୧୬୦ କୋଟିର ୧୮ଟି ପ୍ରକଳ୍ପ ।

ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com