ଓଡ଼ିଶା

ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି

ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି।

ଦାସ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟରତ ଅଛନ୍ତି। ପରିଷଦର ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱିବେଦୀଙ୍କ ପୌରୋହିତ୍ୟରେ ପରିଷଦର ସଭାଗୃହରେ ଆୟୋଜିତ ପ୍ରଥମ ଏକ୍‌ଜିକ୍ୟୁଟିିଭ୍‌ କମିଟି ବୈଠକରେ ଏହି ମନୋନୟନ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com