ଓଡ଼ିଶା

ଥାନା ଆଇଆଇସିଙ୍କ ବିରୋଧରେ ଆସିଲା ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗ

ଥାନା ଆଇଆଇସିଙ୍କ ବିରୋଧରେ ଆସିଲା ଦୁଷ୍କର୍ମ ଭଳି ସଙ୍ଗୀନ ଅଭିଯୋଗ । ଆଉ ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମହିଳା ଏସଆଇ। କନ୍ଧମାଳ ଫିରିଙ୍ଗିଆ ଥାନା ଆଇଆଇସି ରମେଶ ପ୍ରଧାନଙ୍କ ବିରୋଧରେ ରାଜ୍ୟ ପୋଲିସର କାର୍ଯ୍ୟରତ ଜଣେ ମହିଳା ଏସଆଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ।

୨୦୧୯ ମସିହାରୁ ଏନେଇ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ ମାମଲା ରୁଜୁ କରି ନ ଥିଲା । ଏନେଇ ମହିଳା ଏସଆଇ ଜଣଙ୍କ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com