ଶିକ୍ଷା

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ବୋର୍ଡ ପରୀକ୍ଷା

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ବୋର୍ଡ ପରୀକ୍ଷା । ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହେବ। ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ଖାତା ଦେଖା ସରିବ। ଏ ବର୍ଷଠାରୁ ପୁଣି ପୁରୁଣା ଢାଞ୍ଚାରେ ପରୀକ୍ଷା ହେବ।

ଅର୍ଥାତ ୫୦ ମାର୍କ ସବଜେକ୍ଟିଭ୍ ଏବଂ ୫୦ ମାର୍କ ଅବଜେକ୍ଟିଭ୍ ପ୍ରଶ୍ନ ଆସିବ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com