ଓଡ଼ିଶାରାଜନୀତି

ଆଗକୁ ୨୦୨୪ ଲୋକସଭା ନିର୍ବାଚନ

ଆଗକୁ ୨୦୨୪ ଲୋକସଭା ନିର୍ବାଚନ । ନିର୍ବାଚନକୁ ଆଖି ଆଗରେ ରଖି ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି ଭାରତୀୟ ନିର୍ବାଚନ ଆୟୋଗ । ନିର୍ବାଚନ ଆୟୋଗ ଦେଶର ରାଜନୈତିକ ଦଳମାନଙ୍କ ପାଇଁ ଏକ କଡା ନିର୍ଦ୍ଦେଶନାମା ଜାରି କରିଛନ୍ତି ।

ଯେଉଁଥିରେ ନିର୍ବାଚନ ପ୍ରଚାର, ପୋଷ୍ଟର ମାରିବା, ନିର୍ବାଚନୀ ନାରା ଦେବା ଭଳି କାମରେ ରାଜନୈତିକ ଦଳମାନେ ଛୋଟ ପିଲାଙ୍କୁ ସମ୍ପୃକ୍ତ କରିପାରିବେ ନାହିଁ ବୋଲି ନିର୍ବାଚନ ଆୟୋଗ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com