ଜାତୀୟ

ଝାଡଖଣ୍ଡ ବିଧାନସଭାରେ ଆସ୍ଥା ଭୋଟ୍ ଜିତିଲେ ଚଂପାଇ ସରକାର

ଝାଡଖଣ୍ଡ ବିଧାନସଭାରେ ଆସ୍ଥା ଭୋଟ୍ ଜିତିଲେ ଚଂପାଇ ସରକାର । ବିଧାନସଭାରେ ଚଂପାଇ ସୋରେନ୍ ସରକାର ସପକ୍ଷରେ ୪୭ଟି ଭୋଟ୍ ପଡିଥିଲା । ବିଧାନସଭାରେ ୮୧ ସଦସ୍ୟ ରହିଛନ୍ତି ।

ବହୁମତ ପାଇଁ ୪୧ ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିଲା । ଜେଏମଏମ-ଆରଜେଡି ଏବଂ କଂଗ୍ରେସ ପାଖରେ ୪୭ ବିଧାୟକ ଥିଲେ । ଏହି ସମସ୍ତ ବିଧାୟକ ଚଂପାଇଙ୍କ ସମର୍ଥନରେ ଭୋଟ୍ ଦେଇଛନ୍ତି । ୨୯ ଜଣ ଜେଏମଏମର, ୧୭ ଜଣ କଂଗ୍ରେସର ଏବଂ ଆରଜେଡିର ଜଣେ ବିଧାୟକ ରହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com