ଓଡ଼ିଶା

ଓଡ଼ିଆ ଭାଷାକୁ ଆହୁରି ଆଗକୁ ନେବାକୁ ହେଲେ ପ୍ରଥମେ ନିଜ ଘରେ ୮୦ ପ୍ରତିଶତ ଓଡ଼ିଆ କହିବାକୁ ପଡିବ

ଓଡ଼ିଆ ଭାଷାକୁ ଆହୁରି ଆଗକୁ ନେବାକୁ ହେଲେ ପ୍ରଥମେ ନିଜ ଘରେ ୮୦ ପ୍ରତିଶତ ଓଡ଼ିଆ କହିବାକୁ ପଡିବ। କର୍ମକ୍ଷେତ୍ରରେ ଅତି କମରେ ୭୦ ପ୍ରତିଶତ ଓଡ଼ିଆ ଭାଷା କହିଲେ, ଓଡ଼ିଆ ଭାଷା ସମୃଦ୍ଧ ହେବ।

ତେଣୁ ପ୍ରଥମେ ଘର ଏବଂ କର୍ମକ୍ଷେତ୍ରକୁ ଜଗିଲେ ଆମ ଭାଷା ଆଗେଇବ। ଏକ ଗବେଷଣାରୁ ଜଣାପଡିଛି ଯେଉଁ ଭାଷା ଅଧିକ ସମୃଦ୍ଧ ହୋଇଛି, ସେହି ଜାତିର ଲୋକମାନେ ଅଧିକ ମାତୃଭାଷା ବ୍ୟବହାର କରନ୍ତି ବୋଲି ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍।

Related Articles

Back to top button