ଜାତୀୟ

ବାରରେ ବାଉନସର୍ ରଖିବା ଉପରେ ଲାଗିବ ଲଗାମ

ବାରରେ ବାଉନସର୍ ରଖିବା ଉପରେ ଲାଗିବ ଲଗାମ। କମିଶନରେଟ ପୁଲିସର ବିନା ଅନୁମତିରେ ବାରରେ ବାଉନସର୍ ରଖିପାରିବେନି ମାଲିକ। ଏନେଇ କମିଶନରେଟ୍ ପୁଲିସ ଅଧୀନସ୍ଥ ଅଞ୍ଚଳରେ ଥିବା ବାର୍ ଗୁଡିକ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସିପି।

ବାଉନସର୍ ଙ୍କ ନାଁରେ ଅପାରାଧିକ ମାମଲାର ଖୋଳତାଡ଼ କରିବ ପୁଲିସ। PSARA ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ। ବାର୍ ମାଲିକ ସମ୍ପୃକ୍ତ ଗାର୍ଡଙ୍କ ସମ୍ପର୍କରେ ଲିଖିତ ଭାବେ ଜଣାଇବେ।

Related Articles

Back to top button
WP Twitter Auto Publish Powered By : XYZScripts.com