ଜାତୀୟ

ହାଇକୋର୍ଟରେ ବେଆଇନ୍ ବାଲି ଖାଦାନ ମାମଲା

ହାଇକୋର୍ଟରେ ବେଆଇନ୍ ବାଲି ଖାଦାନ ମାମଲା । ବାଲି ଉଠାଣ ଓ ପରିବହନ ଉପରେ ହାଇକୋର୍ଟଙ୍କ ଅଙ୍କୁଶ ବଳବତ୍ତର । ସକାଳ ୭ରୁ ରାତି ୯ ଯାଏଁ ବାଲି ପରିବହନ ଉପରେ ସଂପୂର୍ଣ୍ଣ କଟକଣା ରହିଥିବା ବେଳେ ଅତ୍ୟାବଶ୍ୟକ ସ୍ଥଳେ ବାଲିଉଠାଣ ପାଇଁ ସର୍ତ୍ତମୂଳକ ଅନୁମତି ଦିଆଯାଇଛି ।

ମେସିନ୍ ଜରିଆରେ ବାଲି ଉଠାଣ ପାଇଁ ପରିବେଶ ମଞ୍ଜୁରୀ ଆବଶ୍ୟକ । ଭୌଗୋଳିକ ସ୍ଥିତି, ବାଲି ପରିମାଣ, ନଦୀ ଗତିପଥ ଦେଖି ଅନୁମତି ଦିଆଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com