ଓଡ଼ିଶା

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଓଡିଶାରେ ପହଂଚିଛି

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଓଡିଶାରେ ପହଂଚିଛି । ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁରରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟଯାତ୍ରା ପହଂଚିବା ପରେ ଦଳୀୟ କର୍ମୀମାନେ ରାହୁଲ ଗାନ୍ଧୀଙ୍କୁ ଜୋରଦାର ସ୍ୱାଗତ କରିଛନ୍ତି।

ସୁନ୍ଦରଗଡ଼ରେ ନିର୍ବାଚନ ବିଗୁଲ ବଜାଇବେ ରାହୁଲ। ରାହୁଲଙ୍କ ଗସ୍ତର ରୁଟ୍ ମ୍ୟାପ୍ ଚୂଡ଼ାନ୍ତ ହୋଇଛି। ୩ ଦିନରେ ୨୦୦ କିଲୋମିଟର ବୁଲିବେ କଂଗ୍ରେସ ଯୁବରାଜ। ଖଡଗେଙ୍କ ପରେ ରାହୁଲଙ୍କ ଓଡିଶା ଗସ୍ତକୁ ନେଇ ଜୋସରେ ଅଛି ରାଜ୍ୟ କଂଗ୍ରେସ ।

Related Articles

Back to top button
WP Twitter Auto Publish Powered By : XYZScripts.com