ଓଡ଼ିଶା

କମିଲା ଶୀତ, ବଢିଲା ତାତି

କମିଲା ଶୀତ, ବଢିଲା ତାତି । ରାଜ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି । ସେପଟେ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାକୁ କଲବଲ କରୁଛି କୁହୁଡ଼ି ।

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ , କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ । ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com