ଅନ୍ୟାନ୍ୟ
ବର୍ତ୍ତମାନ ଏକଲାପଣ ଏକ ପ୍ରକାର ମାନସିକତା ନୁହେଁ ଏକ ବଡ ରୋଗରେ ପରିଣତ ହୋଇଛି

ବର୍ତ୍ତମାନ ଏକଲାପଣ ଏକ ପ୍ରକାର ମାନସିକତା ନୁହେଁ ଏକ ବଡ ରୋଗରେ ପରିଣତ ହୋଇଛି। ଯେଉଁଥିରେ ଲୋକେ ଆତ୍ମହତ୍ୟା କରିବାକୁ ମଧ୍ୟ ପଛାନ୍ତି ନାହିଁ। ବର୍ତ୍ତମାନ ଏହାକୁ ଜରୁରୀକାଳୀନ ସ୍ବାସ୍ଥ୍ୟ ସମସ୍ୟା ଘୋଷଣା କରିଛି ଏହି ରାଜ୍ୟ।
ଫକ୍ସ ନ୍ୟୁଜ ଅନୁଯାୟୀ, ସିଲିକନ ଭ୍ୟାଲି କାର୍ଲିଫର୍ନିଆର ଏକ ଅଞ୍ଚଳ ସ୍ୟାନ ମ୍ୟାଟିଓରେ ଏହାକୁ ଲାଗୁ କରାଯିବା ପାଇଁ ପ୍ରସ୍ତାବ ପାରିତ ହୋଇଛି।