ଓଡ଼ିଶା
ରାଜ୍ଯରେ ଆଜି ସୁଦ୍ଧା ୨୧ ହଜାର ୩୮୬ ହିତାଧିକାରୀ ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ପେନସନ ପାଉଛନ୍ତି
ରାଜ୍ଯରେ ଆଜି ସୁଦ୍ଧା ୨୧ ହଜାର ୩୮୬ ହିତାଧିକାରୀ ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ପେନସନ ପାଉଛନ୍ତି । ସେମାନଙ୍କ ଭିତରୁ ଯେଉଁମାନେ ବ୍ୟାଙ୍କ ଯିବାକୁ ଅସମର୍ଥ, ସେମାନଙ୍କୁ ମଧୁବାବୁ ପେନସନ ଯୋଜନା ଅଧୀନକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି ।