କ୍ରୀଡ଼ା

ଭାରତ ମାଟିରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ୍ ଇଣ୍ଡିଆକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି

ଭାରତ ମାଟିରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ୍ ଇଣ୍ଡିଆକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ବ୍ୟକ୍ତିଗତ ସମସ୍ୟା କାରଣରୁ ପ୍ରଥମ ଦୁଇଟି ଟେଷ୍ଟରୁ ବିରାଟ କୋହଲି ବାଦ୍ ପଡ଼ିଥିଲେ ।

ସେହିପରି ଟେଷ୍ଟରେ ରବିନ୍ଦ୍ର ଜାଡ଼େଜା ଓ କେଏଲ ରାହୁଲ ଖେଳି ପାରିନଥିଲେ। ରାହୁଲ ଏବେ ଫିଟ ହୋଇ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଜାଡ଼େଜାଙ୍କ ସ୍ଥିତିକୁ ନେଇ କିଛି ସ୍ପଷ୍ଟ ହୋଇନାହିଁ । ତେବେ ଏହା ମଧ୍ୟରେ ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟର ପୂରା ସିରିଜରୁ ବାଦ୍ ପଡ଼ିବା ଆଶଙ୍କା ଦେଖା ଦେଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com