ଓଡ଼ିଶା

ବିଜେଡିରେ ଯୋଗ ଦେଉ ଦେଉ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ

ବିଜେଡିରେ ଯୋଗ ଦେଉ ଦେଉ ସଂତୃପ୍ତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ଶାସକ ଦଳ ବିଜେଡି ସଂତୃପ୍ତଙ୍କୁ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ଦେଇଛି । ସେହିପରି ସଂଜୟ ଦାସ ମହାପାତ୍ରଙ୍କୁ ମୁଖପାତ୍ର ଭାବେ ନିଯୁକ୍ତ କରିଛି ବିଜେଡି ।

ରାଜ୍ୟ ସରକାରଙ୍କ ଏକାମ୍ର କ୍ଷେତ୍ର ଯୋଜନାର ପରାମର୍ଶଦାତା କମିଟି ଅଧ୍ୟକ୍ଷ ଥିବା ବିଶିଷ୍ଟ ଶିଳ୍ପପତି ସଂତୃପ୍ତ ମିଶ୍ର ବିଧିବଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com