ମନୋରଞ୍ଜନ

ଚଳଚ୍ଚିତ୍ର ‘ଆର୍ଟିକିଲ ୩୭୦’ ର ଟ୍ରେଲର ରିଲିଜ ହୋଇଛି

ଚଳଚ୍ଚିତ୍ର ‘ଆର୍ଟିକିଲ ୩୭୦’ ର ଟ୍ରେଲର ରିଲିଜ ହୋଇଛି, ଯେଉଁଥିରେ ଅନୁଛେଦ ୩୭୦ ଉଛେଦ ପଛର କାହାଣୀ ସହ ଏହାକୁ ନେଇ ଯେଉଁ ବିବାଦ ଦେଖାଯାଇଥିଲା, ତାହା ଦେଖିବାକୁ ମିଳିବ |

ବିଶେଷ କରି ପୁଲୱାମା ଘଟଣା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ସମ୍ବୋଧିତ କରିବା ସମୟରେ ଯାହା କହିଛନ୍ତି ତାହା ମଧ୍ୟ ପ୍ରଦର୍ଶିତ ହେବ। ତେବେ ବଡ କଥା ଯେ ଏହି ଚଳଚ୍ଚିତ୍ରରେ ଅଭିନେତା ଅରୁଣ ଗୋଭିଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୂମିକାରେ ଅଭିନୟ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com