ଜାତୀୟରାଜନୀତି

ଲୋକସଭା ନିର୍ବାଚନ ପାଖଉଥିବାବେଳେ ରାଜନୈତିକ ମାହୋଲ ସେତିକି ଉଷ୍ମ ହେବାରେ ଲାଗିଛି

ଲୋକସଭା ନିର୍ବାଚନ ପାଖଉଥିବାବେଳେ ରାଜନୈତିକ ମାହୋଲ ସେତିକି ଉଷ୍ମ ହେବାରେ ଲାଗିଛି । ତେବେ ପଞ୍ଜାବ ଲୋକସଭା ନିର୍ବାଚନରେ ପ୍ରାର୍ଥୀ ଦେବ ଆପ ।

ଆମ ଆଦମୀ ପାର୍ଟି ପକ୍ଷରୁ ପଞ୍ଜାବର ୧୩ ଏବଂ ଚଣ୍ଡିଗଡ଼ର ୧୪ ଆସନରେ ପ୍ରାର୍ଥୀ ଦେବ ବୋଲି ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ପଞ୍ଜାବର ଏକ ସାଧାରଣ ସଭାରେ ଯୋଗଦେବା ଅବସରରେ ଏଭଳି ଘୋଷଣା କରିଛନ୍ତି କେଜ୍ରିଓ୍ବାଲ । ଭଗବନ୍ତ ମାନଙ୍କ ସହ ରାଜନୈତିକ ଆଲୋଚନା ମଧ୍ୟ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com