ଓଡ଼ିଶା

ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି

ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି। ଏଣିକି ସହଜ ହେବ ଶବଦାହ ପାଇଁ ରେଜିଷ୍ଟ୍ରେସନ୍। ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ପରିସରରେ ‘ସ୍ୱର୍ଗଦ୍ୱାର ମୋବାଇଲ ଆପ’ ଲୋକାର୍ପଣ କରିଛନ୍ତି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ।

ସ୍ୱର୍ଗଦ୍ୱାରକୁ ଆସୁଥିବା ଶବ ସଂଖ୍ୟା ବଢୁ ଥିବାରୁ ରେଜିଷ୍ଟ୍ରେସନରେ ଏହା ସହାୟକ ହେବ। ଦାହସଂସ୍କାର ସେବା ପାଇବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଏହି ମୋବାଇଲ ଆପରୁ ସ୍ୱର୍ଗଦ୍ୱାରରୁ ମିଳୁଥିବା ସମସ୍ତ ସେବା ବିଷୟରେ ମଧ୍ୟ ସହଜରେ ଜାଣିପାରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com