ଓଡ଼ିଶା

ଓଡ଼ିଶାରେ ଇଭି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ

ଓଡ଼ିଶାରେ ଇଭି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏଥିପାଇଁ ଜେଏସଡବ୍ଲୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି।

ଦେଶରେ ଅଟୋମୋବାଇଲ ଶିଳ୍ପରେ ପ୍ରଥମ ଥର ପାଇଁ ପାଦ ଥାପିବ ଜେଏସଡବ୍ଲୁ । ଓଡ଼ିଶା ଶିଳ୍ପ ସମୃଦ୍ଧ ହେଉଥିବାବେଳେ ଜେଏସଡବ୍ଲୁ କଟକ ନରାଜରେ ପ୍ରତିଷ୍ଠା କରିବ ଏହି ପ୍ରକଳ୍ପ । ରାଜ୍ୟରେ ଉତ୍ପାଦନ ହେବ ଇଲେକ୍ଟ୍ରୋନିକ ଭେଇକିଲ ବା ଇଭି ଯାନ । ଉଭୟ ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ ।

Related Articles

Back to top button
WP Twitter Auto Publish Powered By : XYZScripts.com