ଜାତୀୟ

ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ ଲାଗୁ ହେବ ବୋଲି ଶାହ କହିଛନ୍ତି ।

ସିଏଏ ମାଧ୍ୟମରେ ସରକାର ସେହି ଲୋକମାନଙ୍କୁ ନାଗରିକତା ଦେବାକୁ ଚାହୁଁଛନ୍ତି ଯେଉଁମାନେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଉତ୍ପୀଡନ ସହିବା ପରେ ଭାରତର ଶରଣ ନେଇଛନ୍ତି । ଏହା କୌଣସି ଭାରତୀୟଙ୍କ ନାଗରିକତା ଛଡାଇ ନେବନାହିଁ ବୋଲି ଗୃହମନ୍ତ୍ରୀ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com