ଓଡ଼ିଶା

ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ।

ସଦ୍ୟ ସର୍ଭେ ଅନୁଯାୟୀ, ନବୀନଙ୍କୁ ରାଜ୍ୟର ୫୨.୭% ଲୋକେ ପସନ୍ଦ କରୁଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com