ଜାତୀୟ

ଜଣେ ସହକର୍ମୀଙ୍କ ମୃତ୍ୟୁ ଯୋଗୁ ଏହି ଡିଭିଜନର ମୋଟରମେନ ଡ୍ୟୁଟିରେ ନ ଥିବାରୁ ୧୪୭ ଟ୍ରେନ ବାତିଲ ହୋଇଥିଲା

କୁହାଯାଏ କର୍ତ୍ତବ୍ୟ ହେଉଛି କର୍ମଚାରୀଙ୍କ ପାଇଁ ସର୍ବୋତ୍ତମ ଏବଂ ଗୁରୁତ୍ୱପୂର୍ଣ୍ଣ। ମାତ୍ର ବେଳେବେଳେ ପ୍ରଥା ପରମ୍ପରା ଆଗରେ ଏହି କର୍ତ୍ତବ୍ୟବୋଧ ତୁଛ ପାଲଟି ଯାଇଥାଏ।

ଏହାର କିଛି ମୂଲ୍ୟ ରୁହେନା। ଏହା ସଦ୍ୟତମ ଉଦାହାରଣ କେନ୍ଦ୍ରୀୟ ରେଳ ମୁମ୍ବାଇ ଡିଭିଜନରେ ଦେଖିବାକୁ ମିଳିଛି। ଜଣେ ସହକର୍ମୀଙ୍କ ମୃତ୍ୟୁ ଯୋଗୁ ଏହି ଡିଭିଜନର ମୋଟରମେନ ଡ୍ୟୁଟିରେ ନ ଥିବାରୁ ୧୪୭ ଟ୍ରେନ ବାତିଲ ହୋଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com