ଓଡ଼ିଶା

ରାଜ୍ୟର ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷକ ଅଭାବ

ରାଜ୍ୟର ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷକ ଅଭାବ ସମସ୍ୟା ଦୂର କରିବା ପାଇଁ ରାଜ୍ୟ ସରକାର କାର୍ଯ୍ୟରତ ଅଧ୍ୟାପକ ଓ ପ୍ରଫେସରଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦେବାକୁ ନିଷ୍ପତ୍ତି ନେଇଥିଲେ ।

ଏନେଇ ଗତ ମାସରେ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ପ୍ରଫେସରଙ୍କ ନିଯୁକ୍ତି ନେଇ କଟକଣା ରହିଥିବାରୁ ରାଜ୍ୟ ସରକାର ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥିର କରିବା ସହ ଏ ନେଇ ଏକ ନୂଆ ଯୋଜନା ପ୍ରସ୍ତୁତ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com