ଓଡ଼ିଶା
ନିର୍ବାଚନ ପୂର୍ବରୁ ୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ
ନିର୍ବାଚନ ପୂର୍ବରୁ ୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ୫ ବର୍ଷରେ ୫୦ଟି ମୁଖ୍ୟ କାମର ତାଲିକା ଦେଇଛନ୍ତି ଅପରାଜିତା।
ସମୁଦାୟ ୧୪ ହଜାର ୩୧୭ ଅଭିଯୋଗରୁ ୧୨ ହଜାର ୫୯୮ ଅଭିଯୋଗର ସାମଧାନ କରିଛନ୍ତି ସାଂସଦ। ଗତ ୫ ବର୍ଷରେ ୭୯୧୬ କୋଟି ଟଙ୍କାର ପ୍ରକଳ୍ପ କାମ ଅନୁମୋଦନ ହୋଇଛି। ସାଂସଦ ପାଣ୍ଠିରୁ ୧୭ କୋଟି, ଜାତୀୟ ରାଜପଥରେ ୬୪୧୦ କୋଟି, ପାଇପ୍ ଯୋଗେ ପାନୀୟ ଜଳ ୧୦୬୮ କୋଟି, ରେଳ ବିଭାଗରେ ୩୭୩ କୋଟି ଟଙ୍କାର ପ୍ରକଳ୍ପ ହୋଇଛି।