ଓଡ଼ିଶା

ନିର୍ବାଚନ ପୂର୍ବରୁ ୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ନିର୍ବାଚନ ପୂର୍ବରୁ ୫ ବର୍ଷର ରିପୋର୍ଟ କାର୍ଡ ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ୫ ବର୍ଷରେ ୫୦ଟି ମୁଖ୍ୟ କାମର ତାଲିକା ଦେଇଛନ୍ତି ଅପରାଜିତା।

ସମୁଦାୟ ୧୪ ହଜାର ୩୧୭ ଅଭିଯୋଗରୁ ୧୨ ହଜାର ୫୯୮ ଅଭିଯୋଗର ସାମଧାନ କରିଛନ୍ତି ସାଂସଦ। ଗତ ୫ ବର୍ଷରେ ୭୯୧୬ କୋଟି ଟଙ୍କାର ପ୍ରକଳ୍ପ କାମ ଅନୁମୋଦନ ହୋଇଛି। ସାଂସଦ ପାଣ୍ଠିରୁ ୧୭ କୋଟି, ଜାତୀୟ ରାଜପଥରେ ୬୪୧୦ କୋଟି, ପାଇପ୍‌ ଯୋଗେ ପାନୀୟ ଜଳ ୧୦୬୮ କୋଟି, ରେଳ ବିଭାଗରେ ୩୭୩ କୋଟି ଟଙ୍କାର ପ୍ରକଳ୍ପ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com