ଓଡ଼ିଶା

ରାଜ୍ୟର କେତେକ ଅଞ୍ଚଳରେ ଆସନ୍ତାକାଲିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ହାଲୁକା ବର୍ଷା ହେବ

ରାଜ୍ୟର କେତେକ ଅଞ୍ଚଳରେ ଆସନ୍ତାକାଲିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ହାଲୁକା ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବୁଧବାର ଏବଂ ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ବେଳେ ୧୫ ଓ ୧୬ ତାରିଖରେ ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଆଦି ଜିଲ୍ଲାର ବର୍ଷା ହେବାର ସମ୍ଭାବନା ରହିଛି ।ପଶ୍ଚିମବଙ୍ଗର ସମୁଦ୍ର ଏବେ ଅଶାନ୍ତ ରହିଛି । ଯାହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com