ଜାତୀୟ

ଭାରତୀୟ ରିଜର୍ଭ ବ୍ୟାଙ୍କ OTP ପ୍ରକ୍ରିୟାକୁ ବନ୍ଦ କରିବାକୁ ଯାଉଛି

ଅନଲାଇନ ଟ୍ରାଞ୍ଜାକ୍ସନ ପାଇଁ ଓ୍ବାନ ଟାଇମ୍‌ ପାସଓ୍ବାର୍ଡ ଆବଶ୍ୟକ ହୋଇଥାଏ। ଟ୍ରାଞ୍ଜାକ୍ସନ ସମୟରେ ପଞ୍ଜୀକୃତ ମୋବାଇଲ ନମ୍ବର କିମ୍ବା ଇମେଲରେ ଓଟିପି ଆସିବା ପରେ ଟ୍ରାଞ୍ଜାକ୍ସନ ସମ୍ପୂର୍ଣ୍ଣ ହୋଇଥାଏ।

ଅନେକ ଥର, ଏହି ଓଟିପି ଦ୍ୱାରା ମଧ୍ୟ ବଡ ବଡ ଠକେଇ ହୋଇଥିବା ମାମଲା ମଧ୍ୟ ସାମ୍ନାକୁ ଆସିଛି। ବର୍ତ୍ତମାନ ଭାରତୀୟ ରିଜର୍ଭ ବ୍ୟାଙ୍କ OTP ପ୍ରକ୍ରିୟାକୁ ବନ୍ଦ କରିବାକୁ ଯାଉଛି। ଯାହାଦ୍ୱାରା ଗ୍ରାହକମାନେ ସେମାନଙ୍କ ଅନଲାଇନ କାରବାର ପାଇଁ ଅତିରିକ୍ତ ସୁରକ୍ଷା ପାଇପାରିବେ।

Related Articles

Check Also
Close
Back to top button