ଜାତୀୟ

ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ

ଫେବୃଆରୀ ୨୭ରେ ଅନୁଷ୍ଠିତ ହେବ ରାଜ୍ୟସଭା ନିର୍ବାଚନ । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ଦ୍ୱାରା ତାରିଖ ଘୋଷଣା କରାଯାଇଛି ।

ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ଫାଙ୍କା ପଡ଼ୁଥିବା ୩ଟି ଆସନରେ ନିର୍ବାଚନ ହେବ । ଫେବୃଆରୀ ୮ରେ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବ ।

Related Articles

Back to top button
WP Twitter Auto Publish Powered By : XYZScripts.com